ଗ୍ରାହାମ୍‌ ଷ୍ଟେନ୍ସ ହତ୍ୟା ମାମଲା,୨୦ ‍ବର୍ଷ ପରେ ଆଉ ଜଣେ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ଗ୍ରାହାମ୍‌ ଷ୍ଟେନ୍ସ ଓ ତାଙ୍କର ଦୁଇ ଶିଶୁପୁତ୍ରଙ୍କୁ ହତ୍ୟା ମାମଲାର ଦୀର୍ଘ ୨୦ ବର୍ଷ ପରେ ଆଉ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ସିବିଆଇ। ତାଙ୍କ ନାଁ ବୁଦ୍ଧଦେବ ନାଏକ। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ଦାରା ସିଂର ଘନିଷ୍ଠ ସହଯୋଗୀ ବୋଲି କୁହାଯାଉଛି। ବୁଦ୍ଧଦେବକୁ ମୟୂରଭଞ୍ଜ ଠାକୁରମୁଣ୍ଡା ଥାନା ନିଶ୍ଚିତପୁର ଗାଁରୁ ଗିରଫ କରାଯାଇଛି।

ମତାମତ ଦିଅନ୍ତୁ ।