ଜନ୍ମଦିନରେ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ପ୍ରଧାନମନ୍ତ୍ରୀ ମୋଦୀ ଓ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୪ତମ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଓଡ଼ିଆ ଓ ଇଂରାଜୀରେ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇବା ସହିତ ତାଙ୍କର ଦୀର୍ଘ ଓ ନିରାମୟ ଜୀବନ କାମନା କରୁଛି।

ସେହିପରି ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଇଂରାଜୀ ଓ ବଙ୍ଗଳାରେ ଲେଖି ଟୁଇଟ୍‌ କରିଛନ୍ତି ନବୀନ ବାବୁଙ୍କ ଜନ୍ମଦିନରେ ଅନେକ ଶୁଭେଚ୍ଛା। ଆପଣଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ କାମନା କରୁଛି।

ମତାମତ ଦିଅନ୍ତୁ ।