ଜେଲ ଗଲେ ବହିଷ୍କୃତ ଆଇଆଇସି

ସୁନ୍ଦରଗଡ଼: ନାବାଳିକାଙ୍କୁ ଗଣଦୁଷ୍କର୍ମ ଓ ବେଆଇନ ଗର୍ଭପାତ ମାମଲାରେ ଗିରଫ ବୀରମିତ୍ରପୁର ଥାନାର ପୂର୍ବତନ ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀ ଜେଲ ଗଲେ। ସ୍ୱତନ୍ତ୍ର ପୋକ୍ସୋ କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାରବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ମାମଲାରେ ଆନନ୍ଦ ମାଝୀଙ୍କ ସଂପୃକ୍ତି ପ୍ରମାଣ ମିଳିବା ପରେ କ୍ରାଇମବ୍ରାଞ୍ଚ ତାଙ୍କୁ ଗିରଫ କରି ଅଦାଲତରେ ହାଜର କରାଇଥିଲା।

ମତାମତ ଦିଅନ୍ତୁ ।