ଟ୍ରେନ ଉପରେ ସେଲ୍‌ଫି ନେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ଵର : ‌ଏଣିକି ଟ୍ରେନ ଉପରେ କିମ୍ବା ରେଳଧାରଣା ନିକଟରେ ସେଲ୍‌ଫି ନେଉଥିବା ବ୍ୟକ୍ତିମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ। ସେଲ୍‌ଫି ଜନିତ ବିପଦକୁ ଏଡ଼ାଇବାକୁ ପୂର୍ବତଟ ରେଳପଥ ପକ୍ଷରୁ ସଚେତନତା ଆରମ୍ଭ ହୋଇଥିବା ବେଳେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ମତାମତ ଦିଅନ୍ତୁ ।