ଦାୟିତ୍ୱ ନେଲେ ରାଜ୍ୟ ମାନବାଧିକାର କମିସନ ଅଧ୍ୟକ୍ଷ ଜଷ୍ଟିସ ବିପି ଦାସ

ଭୁବନେଶ୍ୱର: ଜଷ୍ଟିସ ବିମଳ ପ୍ରସାଦ ଦାସ ଆଜି ରାଜ୍ୟ ମାନବାଧିକାର କମିସନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଓଡ଼ିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଦାସଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଥିଲେ। ଏଥିସହ ବିଶିଷ୍ଟ ଆଇନଜୀବୀ ଅସୀମ ଅମିତାଭ ଦାଶଙ୍କୁ ଆୟୋଗର ସଦସ୍ୟ ଭାବେ ନିଯୁକ୍ତି ମିଳିଛି।

ମତାମତ ଦିଅନ୍ତୁ ।