ପୁଣେ-ସୋଲାପୁର ରାଜପଥରେ ଦୁର୍ଘଟଣା,୯ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ : ମହାରାଷ୍ଟ୍ରର ପୁଣେର କଦମ୍ବକ ବସ୍ତି ଗାଁ ନିକଟରେ ଘଟିଥିବା ଏକ ଦୁର୍ଘଟଣାରେ ୯ ଜଣଙ୍କର ମୃତ୍ୟୁ ଘଟିଛି । ବିଳମ୍ବିତ ରାତିରେ ଟ୍ରକ ଓ କାର ମୁହାଁମୁହିଁ ଧକ୍କା ହେବାରୁ ଏହି ପରିସ୍ଥିତି ସୃଷ୍ଟି ହୋଇଥିବା ଜଣାପଡିଛି । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ମୃତଦେହ ଗୁଡିକ କାର ଭିତରୁ ଗ୍ୟାସ କଟର ସାହାଯ୍ୟରେ ଉଦ୍ଧାର କରାଯାଇଥିଲା ।

ମତାମତ ଦିଅନ୍ତୁ ।