ବ୍ରହ୍ମପୁରରେ ୯ କୋଭିଡ୍‌ ଯୋଦ୍ଧା ସଂକ୍ରମିତ

ବ୍ରହ୍ମପୁର : ବ୍ରହ୍ମପୁର ପୋଲିସର ୯ ଜଣ କର୍ମଚାରୀ କରୋନା ସଂକ୍ରମିତ ହୋଇଥିବା ବ୍ରହ୍ମପୁର ଏସପି ଟୁଇଟ କରି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ସମସ୍ତ ଆକ୍ରାନ୍ତଙ୍କ ସ୍ଵାସ୍ଥ୍ୟବସ୍ଥା ଭଲଥିବା ବେଳେ ସେମାନଙ୍କର ଚିକିତ୍ସା ଜାରି ରହିଛି। ଆଜି ସକାଳେ ଗଞ୍ଜାମ ଜିଲ୍ଲାରେ ୩ ଜଣ କରୋନା ସଂକ୍ରମିତ ହୋଇଥିବା ସହ ବର୍ତ୍ତମାନ ୯ ଜଣ ପୋଲିସ କର୍ମଚାରୀ କରୋନା ସଂକ୍ରମିତ ହୋଇଛନ୍ତି।

ମତାମତ ଦିଅନ୍ତୁ ।