ଭିଜିଲାନ୍ସ ଜାଲରେ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ଵର : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ବିନୟ ସୁବୁଦ୍ଧିଙ୍କ ଘରେ ଭିଜିଲାନ୍ସ ରେଡ ହୋଇଛି। ଆଜି ନୟାଗଡ଼ରେ ଥିବା ତାଙ୍କ ଅଫିସ, ସରକାରୀ କ୍ୱାର୍ଟର୍ସ, ଦୁଇଟି ଫ୍ଲାଟ ସହ ପୁରୀ ଓ ବ୍ରହ୍ମପୁର ଆଦି ସ୍ଥାନରେ ଏକାସଙ୍ଗରେ ଚଢ଼ଉ କରାଯାଇଛି।

ମତାମତ ଦିଅନ୍ତୁ ।