ଶନିବାର ଓ ରବିବାର ନବରଙ୍ଗପୁର ଜିଲ୍ଲା ସଟଡାଉନ୍

ଭୁବନେଶ୍ଵର : କରୋନା ସଂକ୍ରମଣ ରୋକିବା ପାଇଁ ସପ୍ତାହକୁ ଦୁଇଦିନ ଅର୍ଥାତ ଶନିବାର ଓ ରବିବାର ନବରଙ୍ଗପୁର ଜିଲ୍ଲା ସଟଡାଉନ ରହିବ। ଆଜି ଜିଲ୍ଲାପାଳ ଏହି ଘୋଷଣା କରିଛନ୍ତି। ଏହି କଟକଣା ଜୁଲାଇ ୩୧ ଯାଏ ବଳବତ୍ତର ରହିବ। ଏହି ସମୟରେ ସମସ୍ତ ଦୋକାନ, ବଜାର ବନ୍ଦ ରହିବା ସହ ପୂର୍ବପରି ସ୍ୱାସ୍ଥ୍ୟ ସେବା ଜାରି ରହିବ ବୋଲି କୁହାଯାଇଛି ।

ମତାମତ ଦିଅନ୍ତୁ ।