+୨ ଇନଷ୍ଟାଣ୍ଟ ପରୀକ୍ଷା ଫଳ ପ୍ରକାଶିତ

ଭୁବନେଶ୍ୱର : ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରିଚାଳିତ +୨ ଇନଷ୍ଟାଣ୍ଟ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ଏଥିରେ ମୋଟ ଛାତ୍ରଛାତ୍ରୀଙ୍କ ପାସ୍ ହାର ରହିଛି ୭୪.୮୪ ପ୍ରତିଶତ। କଳାରେ ପାସ୍ ହାର ୮୨.୬୦ ପ୍ରତିଶତ ପାସ କରିଥିବା ବେଳେ ବାଣିଜ୍ୟରେ ୮୭.୩୭ ଓ ବିଜ୍ଞାନରେ ୬୭.୭୦ ପ୍ରତିଶ କୃତକାର୍ଯ୍ୟ ହୋଇଛନ୍ତି। ସେହିପରି ଧନ୍ଦାମୂଳକ ଶିକ୍ଷାରେ ୩୫.୭ ପ୍ରତିଶତ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି।

ମତାମତ ଦିଅନ୍ତୁ ।