୩୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ଭୁବନେଶ୍ଵର : ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଅଞ୍ଚଳରେ ଆଜି ଭୋର ସମୟରେ ଚଢ଼ାଉ କରାଯାଇ ବିପୁଳ ପରିମାଣର ବ୍ରାଉନସୁଗାର ଜବତ କରାଯାଇଛି। ଯାହାର ମୂଲ୍ୟ ପ୍ରାୟ ୩୦ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି। ଖବର ଅନୁଯାୟୀ ବୁଧବାର କେନ୍ଦ୍ରୀୟ ଅବକାରୀ ଗୁଇନ୍ଦା ଟିମ୍ ଓ ଜଳେଶ୍ୱର ଅବକାରୀ ଟିମ୍ ମିଳିତଭାବେ ସ୍ଥାନୀୟ ଶେଖବାଡରେ ସପନ କୁମାର ପ୍ରଧାନଙ୍କ ଘରେ ଚଢ଼ାଉ କରିଥିଲେ। ତାଙ୍କ ଘରୁ ୩୦୫ ଗ୍ରାମ ଓଜନର ଜବତ ହୋଇଥିବା ଜଣାପଡିଛି।

ମତାମତ ଦିଅନ୍ତୁ ।