Wed. Dec 11th, 2019

୫ ଜିଲ୍ଲାକୁ ୭ ଦିନିଆ ରିଲିଫ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ବନ୍ୟା ପ୍ରଭାବିତ ୫ ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭ ଦିନିଆ ରିଲିଫ ଘୋଷଣା କରିଛନ୍ତି। କଳାହାଣ୍ଡି, ବୌଦ୍ଧ, କନ୍ଧମାଳ, ସୁବର୍ଣ୍ଣପୁର ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବାରୁ ସ୍ଥିତି ଖରାପ ହୋଇଛି। ସେଥିପାଇଁ ରାଜ୍ୟ ସରକାର ବୟସ୍କ ବ୍ୟକ୍ତିଙ୍କ ପାଇଁ ଦିନକୁ ୬୦ ଟଙ୍କା ଓ ପିଲାମାନଙ୍କ ପାଇଁ ଦିନକୁ ୪୫ ଟଙ୍କାର ରିଲିଫ ଘୋଷଣା କରିଛନ୍ତି।

Leave a Reply

Your email address will not be published. Required fields are marked *