ଟଙ୍କଧର ତ୍ରିପାଠୀ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ

ଭୁବନେଶ୍ୱର : ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେପିି ଯୁବନେତା ଟଙ୍କଧର ତ୍ରିପାଠୀଙ୍କୁ ପ୍ରାର୍ଥୀ କରିଛି। ଏହି ନିର୍ବାଚନରେ ତାଙ୍କୁ ଦଳୀୟ ପ୍ରାର୍ଥୀ କରିବା ନିମନ୍ତେ ରାଜ୍ୟ ବିିଜେପି ପକ୍ଷରୁ ନାମ ସୁପାରିଶ କରଯାଇଥିଲା। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡାଙ୍କ ଅନୁମୋଦନ କ୍ରମେ ଟଙ୍କଧରଙ୍କ ନାମରେ ମୋହର ବାଜିଥିବା ବେଳେ ବୁଧବାର ବିଳମ୍ବିତ ରାତ୍ରିରେ ପ୍ରକାଶ ପାଇଛି ବିଜ୍ଞପ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏହି ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *

Back to top button