ରାଜ୍ୟରେ ୪ ଦିନ ଯାଏଁ କାଳବୈଶାଖୀ

ଭୁବନେଶ୍ୱର : ଆସନ୍ତା ୩ରୁ ୪ ଦିନ ଯାଏଁ କାଳବୈଶାଖି ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।

ଶନିବାର ପାଣିପାଗ ବିଭାଗର ସୂଚନା ଅନୁଯାୟୀ ରାଜ୍ୟରେ କିଛି ଜିଲ୍ଲାରେ ଆସନ୍ତା ୩ ରୁ ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ଓ ପବନ ବହିବ। ସେଥିପାଇଁ ସମ୍ଭାବ୍ୟ ଜିଲ୍ଲାକୁ ୟେଲ୍ଲୋ ଓ୍ୱାର୍ଣ୍ଣି ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button