ସମ୍ବଲପୁରରେ ଯୁବକଙ୍କୁ ଛୁରାମାଡ

ସମ୍ବଲପୁର : ସହରର ରିଂଗ ରୋଡ ନିକଟରେ ଯୁବକଙ୍କୁ ହତ୍ୟା। ଛୁରା ମାଡରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଖବର ଅନୁଯାୟୀ ଦୁଇ ଯୁବକଙ୍କ ମଧ୍ୟରେ ଗଣ୍ଡଗୋଳ ଯୋଗୁଁ ଜଣେ ଅନ୍ୟ ଜଣଙ୍କୁ ଆକ୍ରମଣ କରିଥିଲେ। ତେବେ ଯୁବକଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ। ପୋଲିସ ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି।

Leave a Reply

Your email address will not be published. Required fields are marked *

Back to top button