୩ ବରିଷ୍ଠ ଆଇପିଏସଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ଵର : ରାଜ୍ୟ ସରକାର ତିନିଜଣ ବରିଷ୍ଠ ଆଇପିଏସ୍‌ ଅଫିସରଙ୍କୁ ପଦୋନ୍ନତି ଦେଇଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।

ବୁଧବାର ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୧୯୯୦ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ସୁଧାଂଶୁ ଷଡ଼ଙ୍ଗୀ ଓ ଅରୁଣ ଷଡ଼ଙ୍ଗୀଙ୍କୁ ମିଳିଛି ଡିଜି ପାହ୍ୟା। ସେହିପରି କେନ୍ଦ୍ରୀୟ ଡେପୁଟେସନରେ ଥିବା ଆଇପିଏସ୍‌ ୱାଇବି ଖୁରାନିଆଙ୍କୁ ମଧ୍ୟ ଡିଜି ପାହ୍ୟାକୁ ପଦୋନ୍ନତି ଦିଆଯାଇଛି।

Leave a Reply

Your email address will not be published. Required fields are marked *

Back to top button