୩୦ କିମ୍ବା ୩୧ରେ ପ୍ରକାଶ ପାଇବ ଯୁକ୍ତଦୁଇ ବିଜ୍ଞାନ ପରୀକ୍ଷା ଫଳ

ଭୁବନେଶ୍ଵର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ଵାରା ପରିଚାଳିତ ଯୁକ୍ତଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ଆସନ୍ତା ୩୦ କିମ୍ବା ୩୧ ତାରିଖରେ ପ୍ରକାଶ ପାଇବ। ତେବେ ଏନେଇ ଚଳିତମାସ ୨୮ ତାରିଖରେ ସଂଧ୍ୟାରେ ତାରିଖ ଘୋଷଣା କରାଯିବ। ପରିଷଦର ପରୀକ୍ଷା ନିୟନ୍ତ୍ରକ ଏହି ସୂଚନା ଦେଇଛନ୍ତି।

ପରୀକ୍ଷା ନିୟନ୍ତ୍ରକଙ୍କ ସୂଚନା ଅନୁଯାୟୀ ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ତାରିଖ ଘୋଷଣା ହେବ। ପରେ ପରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶିତ ହେବ। ଜୁନ ୮ ସୁଦ୍ଧା ଯୁକ୍ତ-୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି କୁହାଯାଉଛି।

Leave a Reply

Your email address will not be published. Required fields are marked *

Back to top button