ମହାରାଷ୍ଟ୍ରରେ ବିଜେପି-ଶିବସେନା ମେଣ୍ଟ ଓ ହରିୟାଣାରେ ବିଜେପି ଆଗୁଆ

ନୂଆଦିଲ୍ଲୀ : ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନର ଭୋଟ ଗଣତି ଚାଲିଛି। ମହାରାଷ୍ଟ୍ରରେ ବିଜେପି-ଶିବସେନା ମେଣ୍ଟ ୧୭୦ ଟି ଆସନରେ ଆଗୁଆ ଥିବା ବେଳେ କଂଗ୍ରେସ ଏହାର ସହଯୋଗୀ ଦଳମାନେ ୯୦ଟି ବିଧାନସଭା ଆସନରେ ଆଗୁଆ ଅଛନ୍ତି। ଅପରପକ୍ଷରେ ହରିୟାଣାରେ ବିଜେପି ୪୧ଟି ଆସନରେ ଆଗୁଆ ଥିବା ବେଳେ କଂଗ୍ରେସ ୩୦ଟି ବିଧାନସଭା ଆସନରେ ଆଗୁଆ ରହିଛି।

ମତାମତ ଦିଅନ୍ତୁ ।