Breaking Newsରାଜ୍ୟ

ଆଇଏଫଏସ୍ ଅଭୟକାନ୍ତ ପାଠକ ନିଲମ୍ବିତ

ଭୁବନେଶ୍ଵର : ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି ବରିଷ୍ଠ ଆଇଏଫଏସ୍ ଅଧିକାରୀ ତଥା ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକ। ସ୍ଵତନ୍ତ୍ର ଭିଜିଲାନ୍ସ କୋର୍ଟରେ ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ରାଜ୍ୟ ସରକାର ଗ୍ରହଣ କରିଛନ୍ତି କାର୍ଯ୍ୟାନୁଷ୍ଠାନ। ତାଙ୍କୁ ପଦରୁ ନିଲମ୍ବିତ କରିଛନ୍ତି।

ମତାମତ ଦିଅନ୍ତୁ ।

Back to top button