ଐଶ୍ୱର୍ଯ୍ୟା ଓ ଆରାଧ୍ୟାଙ୍କୁ କରୋନା

ମୁମ୍ବାଇ : ଅମିତାଭ ବଚ୍ଚନ ଓ ଅଭିଷେକଙ୍କ ପରେ ଐଶ୍ୱର୍ଯ୍ୟା ଓ ତାଙ୍କ ଝିଅ ଆରାଧ୍ୟାଙ୍କୁ କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। କିନ୍ତୁ ଅମିତାଭଙ୍କ ପତ୍ନୀ ଜୟା ବଚ୍ଚନଙ୍କ ରିପୋର୍ଟ ନେଗେଟିଭ ଆସିଛି। ମୁମ୍ବାଇ ମହାନଗର ନିଗମ ସହକାରୀ କମିଶନର ଏହି ସୂଚନା ଦେଇଛନ୍ତି।

ମତାମତ ଦିଅନ୍ତୁ ।