ଆଠଗଡ଼ : ରାସ୍ତା ଉପରେ ୩ ଫୁଟର ପାଣି

ଆଠଗଡ଼ : କଟକ ଜିଲ୍ଲା ଆଠଗଡ଼ ଅଞ୍ଚଳରେ ପ୍ରବଳ ବର୍ଷାଯୋଗୁ ରାସ୍ତା ଉପରେ ୩ ଫୁଟ ଉଚ୍ଚର ପାଣି ଚାଲୁଛି। ଫଳରେ କଟକ-ସମ୍ବଲପୁରର ପୁରୁଣା ରାସ୍ତା ମାଧପୁରଠାରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିବା ବେଳେ ସାଧାରଣ ଲୋକେ ମଧ୍ୟ ଅସୁବିଧାର ସମ୍ମୁଖିନ ହେଉଥିବା ଦେଖିବାକୁ ମିଳିଛି।

ମତାମତ ଦିଅନ୍ତୁ ।