ବାହାନଗା ଟ୍ରେନ୍‌ ଦୁର୍ଘଟଣା : ୩ ରେଳ ଅଧିକାରୀଙ୍କ ନାଁରେ ଚାର୍ଜସିଟ୍

ଭୁବନେଶ୍ଵର : ବାହାନଗା ଟ୍ରେନ୍‌ ଦୁର୍ଘଟଣା ମାମଲାରେ ଗିରଫ ୩ ରେଳ ଅଧିକାରୀଙ୍କ ବିରୋଧରେ ସିବିଆଇ ଚାର୍ଜସିଟ୍ ଦାଖଲ କରିଛି। ଏହି ରେଳ କର୍ମଚାରୀମାନେ ହେଲେ ଅରୁଣ କୁମାର ମହାନ୍ତ (ଏସଇଇ (ସିଗନାଲ୍) ଇନଚାର୍ଜ), ମହମ୍ମଦ ଅମୀର ଖାନ (ଏସଇଇ ସିଗନାଲ୍) ଓ ପପୁ କୁମାର (ଟେକନିସିଆନ୍)। ୨୦୨୩ ଜୁଲାଇ ୭ରେ ଗିରଫ ହୋଇଥିଲେ।

ସୂଚନାଯୋଗ୍ୟ ଗତ ଜୁନ୍‌ ୨ ତାରିଖ ସନ୍ଧ୍ୟା ପ୍ରାୟ ୭ଟାରେ ବାହାନଗା ଟ୍ରେନ୍‌ ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ୨୯୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦୦୦ରୁ ଅଧିକ ଲୋକ ଆହତ ହୋଇଥିଲେ।

Leave a Reply

Your email address will not be published. Required fields are marked *

Back to top button