ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଛୁଟି

ଭୁବନେଶ୍ୱର : ନଭେମ୍ବର ୩ ତାରିଖରେ ବାଲେଶ୍ୱର ସଦର ଓ ତିର୍ତ୍ତୋଲରେ ଉପନିର୍ବାଚନ ପାଇଁ ଛୁଟି ରହିବ। ରାଜ୍ୟ ସରକାରଙ୍କ ଗୃହ (ନିର୍ବାଚନ) ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ସବୁ ସରକାରୀ ଓ ବେସରକାରୀ ଅନୁଷ୍ଠାନ କର୍ମଚାରୀଙ୍କୁ ସବୈତନିକ ଛୁଟି ମିଳିବ। ନିର୍ବାଚନ ମଣ୍ଡଳୀ ବାହାରେ ଚାକିରି କରୁଥିବା ଲୋକ ଭୋଟ ଦେବା ପାଇଁ ଛୁଟି ନେଇପାରିବେ।

ମତାମତ ଦିଅନ୍ତୁ ।