ବାରବାଟୀ-କଟକ ବିଧାୟକଙ୍କୁ କରୋନା

ଭୁବନେଶ୍ୱର : ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ସୋଶାଲ ମିଡିଆରେ ସେ ଏନେଇ ସୂଚନା ଦେଇଛନ୍ତି। ଏବେ ସେ ହୋମ ଆଇସୋଲେସନରେ ଥିବାବେଳେ ତାଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନଙ୍କୁ କରୋନା ପରୀକ୍ଷା କରାଇନେବାକୁ ପରାମର୍ଶ ଦେଇଛନ୍ତି।

ମତାମତ ଦିଅନ୍ତୁ ।