ବରଗଡ଼ : ବରଗଡ଼ ଜିଲ୍ଲା ମୁଖ୍ୟ ହସ୍ପିଟାଲର ଜଣେ ଡାକ୍ତରଙ୍କ ଠାରେ କରୋନା ଲକ୍ଷଣ ଦେବା ଯୋଗୁ ହସ୍ପିଟାଲକୁ ହସ୍ପିଟାଲକୁ ୪୮ ଘଣ୍ଟା ପାଇଁ ସଟ୍ଡାଉନ୍ ଘୋଷଣା କରାଯାଇଛି। ରବିବାର ଜିଲ୍ଲାପାଳ ଦେଇଥିବା ସୂଚନା ଅନୁଯାୟୀ ଉକ୍ତ ଡାକ୍ତରଙ୍କ ସ୍ୱାବ୍ ଟେଷ୍ଟ ପାଇଁ ପଠାଯାଇଛି। ଡାକ୍ତରଖାନାରେ ଚିକିତ୍ସାଧୀନ ରୋଗୀଙ୍କୁ ବୁର୍ଲା ଓ ବରଗଡ଼ ପୁରୁଣା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
2020-07-19