ଭୀଷଣ ହେବ ସାମୁଦ୍ରିକ ବାତ୍ୟା ‘ବିପର୍ଯ୍ୟୟ’

ନୂଆଦିଲ୍ଲୀ : ଆସନ୍ତା ୩୬ ଘଣ୍ଟା ମଧ୍ୟରେ ସାମୁଦ୍ରିକ ବାତ୍ୟା ‘ବିପର୍ଯ୍ୟୟ’ ତୀବ୍ର ହେବାପରେ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରିବ। ଆଜି ଭାରତୀୟ ପାଣିପାଗ ବିଭାଗ ଏହି ସୂଚନା ଦେଇଛି। ସେଥିପାଇଁ ଆରବ ସାଗରର ବାତ୍ୟା ଉପଦ୍ରୁତ ଅଞ୍ଚଳକୁ ପ୍ରବେଶ ନ କରିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *

Back to top button