Breaking Newsରାଜ୍ୟ

ଭଦ୍ରକ : ଡାକ୍ତର କରୋନା ପଜିଟିଭ, ଓପିଡି ୪୮ ଘଣ୍ଟା ବନ୍ଦ

ଭଦ୍ରକ : ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଜଣେ ଡାକ୍ତରଙ୍କୁ କରୋନା। ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିବାରୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟର ଓପିଡିକୁ ୪୮ ଘଣ୍ଟା ପାଇଁ ବନ୍ଦ ଘୋଷଣ କରାଯାଇଛି। ତେବେ ରୋଗୀମାନଙ୍କୁ ଆଶୁ ବିଭାଗ ଓ ସର୍ଜରୀ ବିଭାଗରେ ଦେଖାଯିବାର ବ୍ୟବସ୍ଥା ହୋଇଥିବା ସିଡିଏମଓ ସୂଚନା ଦେଇଛନ୍ତି। ପ୍ରଶାସନ ପକ୍ଷରୁ ଓପିଡିକୁ ସମ୍ପୂର୍ଣ୍ଣ ବିଶୋଧନ କରାଯିବା ପରେ ପୂର୍ବପରି ସେବା ପ୍ରଦାନ କରାଯିବ ବୋଲି କୁହାଯାଇଛି।

ମତାମତ ଦିଅନ୍ତୁ ।

Back to top button