ଭିଜିଲାନ୍ସ ଜାଲରେ ବ୍ଲକ ଜିପିଟିଏ

ଦେବଗଡ଼ : ଆୟ ବହିର୍ଭୁତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଦେବଗଡ଼ ଜିଲ୍ଲା ତିଲେଇବଣି ବ୍ଲକ ଗ୍ରାମ ପଞ୍ଚାୟତ ବୈଷୟିକ ସହାୟକ (ଜିପିଟିଏ) ବିକାଶ ବେହେରାଙ୍କ ଘରେ ଆଜି ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢଉ ହୋଇଛି।

ଖବର ଅନୁଯାୟୀ ଭିଜିଲାନ୍ସ ବିଭାଗର ୩ଟି ଟିମ ବାଲାମସ୍ଥିତ ବିକାଶଙ୍କ ଘର ସମେତ ଜିଲ୍ଲାର ୩ଟି ସ୍ଥାନରେ ଏକ ସମୟରେ ଚଢଉ କରିଛି। ସୂଚନା ଅନୁସାରେ ବିକାଶଙ୍କର ଗୋଟିଏ ଦୁଇ ମହଲା କୋଠା, ୬୦ଟି ପ୍ଲଟ, ଗୋଟିଏ ଚାରିଚକିଆ ଯାନ ଠାବ କରାଯାଇଥିବା ବେଳେ ନଗଦ ୧ ଲକ୍ଷ ଟଙ୍କା ଜବତ ହୋଇଥିବା ଜଣାପଡିଛି। ଭିଜିଲାନ୍ସ ଡିଏସପି ବୀରେନ୍ଦ୍ର କୁମାର ନାୟକଙ୍କ ନେତୃତ୍ୱରେ ୨୦ ଜଣ ଅଧିକାରୀ ଏକ ଚଢଉରେ ସାମିଲ ହୋଇଛନ୍ତି।

Leave a Reply

Your email address will not be published. Required fields are marked *

Back to top button