ଭୁବନେଶ୍ଵର : ଶ୍ୱାସରୁଦ୍ଧ ହୋଇ ୨ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱର ଟଙ୍କପାଣି ରୋଡ୍ ବ୍ରହ୍ମେଶ୍ଵର ପାଟଣା ଅଞ୍ଚଳରେ ଅଘଟଣ ଘଟିଛି। ସ୍ୱେରେଜ କାମ ଚାଲୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ଆଜି ୨ ଜଣଙ୍କର ମୃତ୍ୟୁ ହୋଇଛି। ଗୁରୁତର ଅବସ୍ଥାରେ ଉଭୟଙ୍କୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା। ସେଠାରେ ଡାକ୍ତର ମୃତ ଘୋଷଣା କଲେ। ମୃତକଦ୍ୱୟଙ୍କ ପରିଚୟ ମିଳିପାରି ନାହିଁ।

Leave a Reply

Your email address will not be published. Required fields are marked *

Back to top button