ବିଜେଡ଼ିରୁ ଜୀବନ ପ୍ରଦୀପ ଦାସ ସସ୍‌ପେଣ୍ଡ

ବାଲେଶ୍ୱର : ବାଲେଶ୍ୱରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ ବିଜେଡିରୁ ସସ୍‌ପେଣ୍ଡ। ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହୋଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏହି ନିଷ୍ପତ୍ତି ନିଆଯାଇଛି।

ମତାମତ ଦିଅନ୍ତୁ ।