ରୋହିତ ପୂଜାରୀ ସମ୍ବଲପୁର ଜିଲ୍ଲା ବିଜେଡି ସଭାପତି

ଭୁବନେଶ୍ୱର : ବିଜୁ ଜନତା ଦଳର ତିନିଜଣ ନେତାଙ୍କୁ ସାଙ୍ଗଠନିକ ଦାୟିତ୍ୱ ଦିଆଯାଇଛି। ଏହି କ୍ରମରେ ପୂର୍ବତନ ମନ୍ତ୍ରୀ ତଥା ରେଢାଖୋଲ ବିଧାୟକ ରୋହିତ ପୂଜାରୀଙ୍କୁ ସମ୍ବଲପୁର ଜିଲ୍ଲା ବିଜେଡି ସଭାପତି ଭାବେ ନିଯୁକ୍ତ କରାଯାଇଛି। ସେହିପରି ମାଲାକାନାଗିରି ଜିଲ୍ଲା ବିଜେଡି ସଭାପତିଭାବେ ମାନସ ମାଡକାମୀଙ୍କୁ ନିଯୁକ୍ତି ମିଳିଥିବା ବେଳେ ସିଦ୍ଧାର୍ଥ ଦାସଙ୍କୁ ଜିଲ୍ଲା ବିଜେଡି ସାଧାରଣ ସମ୍ପାଦକ ଦାୟିତ୍ଵ ଦିଆଯାଇଛି।

Leave a Reply

Your email address will not be published. Required fields are marked *

Back to top button