ଭାରତରେ ବ୍ୟାନ ହେଲା ୫୯ ଚୀନ ଆପ

ନୂଆଦିଲ୍ଲୀ : ଲୋକପ୍ରିୟ ଚୀନ ଆପ ଟିକଟକକୁ ଭାରତ ସରକାର ନିଷିଦ୍ଧ କରିଛନ୍ତି। ଟିକଟକ ସମେତ ମୋଟ ୫୯ଟି ଚାଇନିଜ ମୋବାଇଲ ଆପକୁ ଭାରତରେ ନିଷିଦ୍ଧ କରାଯାଇଛି । ଏସବୁ ଆପକୁ ନେଇ ଗୁଇନ୍ଦା ବାହିନୀ ସତର୍କତା ଜାରି କରିବା ପରେ ସରକାର ଏହି ପଦକ୍ଷେପ ନେଇଛନ୍ତି ।

ଏହି ଆପ ମଧ୍ୟରେ ରହିଛି ଟିକଟକ, ଜୁମ, ସେୟାରଇଟ, ୟୁସି ବ୍ରାଉଜର, ଜେଣ୍ଡର, ୟୁସି ନ୍ୟୁଜ, କ୍ଲବ ଫାକ୍ଟ୍ରି, ହେଲୋ, ନ୍ୟୁଜଡଗ, କାମ ସ୍କାନର, କ୍ଲିନ ମାଷ୍ଟର,ଓ୍ଵଣ୍ଡର ସିନେମା, ସ୍ୱିଟ ସେଲଫି, ବିଗୋ ଲାଇଭ, ଏମଆଇ ଭିଡିଓ କଲ, ଓ୍ଵିମିଟ ଭଳି ୫୯ ଆପ। ଚୀନ ମୋବାଇଲ ଆପଗୁଡ଼ିକ ବ୍ୟକ୍ତିଗତ ତଥ୍ୟ ଚୋରାଉଥିବା ନେଇ ଗତ ସପ୍ତାହରେ ଗୁଇନ୍ଦାସଂସ୍ଥାଗୁଡ଼ିକ ସତର୍କତା ଜାରି କରି କରିଥିଲେ । ଏହି ଆପଗୁଡ଼ିକ ନିରାପଦ ନୁହଁନ୍ତି ଓ ବ୍ୟବହାରକାରୀର ବ୍ୟକ୍ତିଗତ ତଥ୍ୟ ଚୋରାଇ ନେଉଥିବା ଅଭିଯୋଗ ହୋଇଛି । ବ୍ୟାନ ହୋଇଥିବା ଆପଗୁଡିକ ହେଲା-

  1. TikTok, 2. Shareit, 3. Kwai, 4. UC Browser, 5. Baidu map, 6. Shein, 7. Clash of Kings, 8. DU battery saver, 9. Helo, 10. Likee, 11. YouCam makeup, 12. Mi Community, 13. CM Browers, 14. Virus Cleaner, 15. APUS Browser, 16. ROMWE, 17. Club Factory, 18. Newsdog, 19. Beutry Plus, 20. WeChat, 21. UC News, 22. QQ Mail, 23. Weibo, 24. Xender, 25. QQ Music, 26. QQ Newsfeed, 27. Bigo Live, 28. SelfieCity, 29. Mail Master, 30. Parallel Space 31. Mi Video Call – Xiaomi, 32. WeSync, 33. ES File Explorer, 34. Viva Video – QU Video Inc, 35. Meitu, 36. Vigo Video, 37. New Video Status, 38. DU Recorder, 39. Vault- Hide, 40. Cache Cleaner DU App studio, 41. DU Cleaner, 42. DU Browser, 43. Hago Play With New Friends, 44. Cam Scanner, 45. Clean Master – Cheetah Mobile, 46. Wonder Camera, 47. Photo Wonder, 48. QQ Player, 49. We Meet, 50. Sweet Selfie, 51. Baidu Translate, 52. Vmate, 53. QQ International, 54. QQ Security Center, 55. QQ Launcher, 56. U Video, 57. V fly Status Video, 58. Mobile Legends & 59. DU Privacy

ମତାମତ ଦିଅନ୍ତୁ ।