ଅନୁଭବ ଓ ବର୍ଷାଙ୍କ ଆବେଦନ ପରିବାର ଅଦାଲତରେ ଖାରଜ
କଟକ : କଟକର ପରିବାର ଅଦାଲତ ଅଭିନେତା ତଥା ବିଜେଡି ସାଂସଦ ଅନୁଭବ ମହାନ୍ତିଙ୍କ ବିବାହ ବିଚ୍ଛେଦ ଆବେଦନକୁ ଖାରଜ କରିଛନ୍ତି। ଏଥିସହ ପତ୍ନୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଆବେଦନ ମଧ୍ୟ ଖାରଜ ହୋଇଛି। ଖବର ଅନୁଯାୟୀ କୋର୍ଟ ଅନୁଭବଙ୍କ ବିବାହ ବିଚ୍ଛେଦ ଆବେଦନକୁ ଖାରଜ କରିଥିବା ବେଳେ ସ୍ୱାମୀ-ସ୍ତ୍ରୀ ଭାବେ ଏକାଠି ରହିବାକୁ ବର୍ଷା କରିଥିବା ଆବେଦନକୁ ମଧ୍ୟ ଖାରଜ କରିଦେଇଛନ୍ତି। ଅନୁଭବଙ୍କ ଓକିଲ ଲଳିତେନ୍ଦୁ ମିଶ୍ର କହିଛନ୍ତି ଆମେ ଏବେ କେବଳ କୋର୍ଟଙ୍କ…