୩୦ରେ ପିପିଲି ଉପନିର୍ବାଚନ : ଲାଗୁ ହେଲା ଆଚରଣ ବିଧି

ଭୁବନେଶ୍ୱର : ଚଳିତମାସ ୩୦ ତାରିଖରେ ପିପିଲି ଉପନିର୍ବାଚନ। ଅକ୍ଟୋବର ୩ରେ ହେବ ଭୋଟ ଗଣତି। ଏହି ଉପନିର୍ବାଚନ ପାଇଁ ଆଜିଠାରୁ ନିର୍ବାଚନ ଆଚରଣବିଧି ଲାଗୁ ହୋଇଛି। ନିର୍ବାଚନ କମିଶନଙ୍କ ଘୋଷଣା ଅନୁଯାୟୀ ପିପିଲି ସହିତ ପଶ୍ଚିମବଙ୍ଗର ୩ଟି ଆସନରେ ମଧ୍ୟ ଉପନିର୍ବାଚନ ହେବ। ପିପିଲି ଉପନିର୍ବାଚନ ଲାଗି ୧୦ ଜଣଙ୍କ ପ୍ରାର୍ଥିପତ୍ର କାଏମ୍ ରହିଛି। ସେମାନଙ୍କ ମଧ୍ୟରେ ୩ ପ୍ରମୁଖ ଦଳ ବିଜେପି, କଂଗ୍ରେସ ଓ ବିଜେଡି ହେଉଛନ୍ତି। ବିଜେପିରୁ ଆଶ୍ରିତ ପଟ୍ଟନାୟକ, କଂଗ୍ରେସରୁ ବିଶ୍ୱକେଶନ…

Read More

ଦି ଟାଇମ୍‍ସ ହାଇଅର ଏଜୁକେସନ୍‍ ରାଙ୍କିଙ୍ଗ ୨୦୨୨: ବିଶ୍ୱ ରାଙ୍କିଙ୍ଗରେ ଉପରକୁ ଉଠିଲା କିଟ୍‍

ଭୁବନେଶ୍ୱର : ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗରେ ଉପରକୁ ଉଠିଛି କିଟ୍‍ ବିଶ୍ୱବିଦ୍ୟାଳୟର ରାଙ୍କ । ଗୁରୁବାର ଟାଇମ୍‍ସ ହାଇଅର ଏଜୁକେସନ୍‍ ବିଶ୍ୱ ରାଙ୍କିଙ୍ଗ ପ୍ରକାଶିତ ହୋଇଥିବା ବେଳେ ଏଥିରେ କିଟ୍‍ ଅତ୍ୟଧିକ ଭଲ କରିଛି । ପ୍ରତିବର୍ଷ ପରି ଚଳିତବର୍ଷ ଦି ଟାଇମ୍‍ସ ହାଇଅର ଏଜୁକେସନ୍‍ ରାଙ୍କ-୨୦୨୨ ଫଳାଫଳ ପ୍ରକାଶ ପାଇଛି । ପୂର୍ବବର୍ଷ କଟି ୧୦୦୦+ ସ୍ଥାନରେ ରହିଥିବା ବେଳେ ଏବର୍ଷ ୨ଶହ ରାଙ୍କ ଉନ୍ନୀତ ହୋଇ ୮୦୦+ରେ ରହିଛି । ଇଂଜିନିୟରିଂରେ କଟି ବିଶ୍ୱବିଦ୍ୟାଳୟ…

Read More

ଓଟିଡ଼ିସିର ରେଷ୍ଟୁରାଣ୍ଟ ‘ନିମନ୍ତ୍ରଣ’କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରର ଜନପଥରେ ଖୋଲିଲା ରେଷ୍ଟୁରାଣ୍ଟ ‘ନିମନ୍ତ୍ରଣ’। ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମର ପ୍ରତିଷ୍ଠା ଦିବସରେ ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ଓଡ଼ିଆ ଖାଦ୍ୟକୁ ଲୋକପ୍ରିୟ କରିବା ଉଦ୍ଦେଶ୍ୟରେ ଆଗକୁ ପୁରୀ ବ୍ଲୁ ଫ୍ଲାଗ ବେଳାଭୂମି ଓ ସମ୍ବଲପୁରର ରାନୀ ବଖ୍ରୀଠାରେ ‘ନିମନ୍ତ୍ରଣ’ ରେଷ୍ଟୁରାଣ୍ଟ ଖୋଲିବ। ଲୋକାର୍ପଣ ପରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ପର୍ଯ୍ୟଟନ ନିଗମର ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହିତ ଏହି ଅଭିନବ ପ୍ରୟାସର ଭୂୟସୀ ପ୍ରଶଂସା କରିଛନ୍ତି। ‘ନିମନ୍ତ୍ରଣ’’ ଜରିଆରେ…

Read More

ଗ୍ରାମାଞ୍ଚଳ ଷ୍ଟ୍ରିଟ୍ ଲାଇଟ୍ ଟେଣ୍ଡରରେ ଫିକ୍ସି : କଂଗ୍ରେସ

ଭୁବନେଶ୍ୱର : ରାଜ୍ୟର ଗ୍ରାମାଂଚଳରେ ଏଲଇଡି ଷ୍ଟ୍ରିଟ୍ ଲାଇଟ୍ ଲଗାଇବା ପାଇଁ ହୋଇଥିବା ୧୫୦କୋଟି ଟଙ୍କାର ଟେଣ୍ଡରେ ଫିକ୍ସି ହୋଇଛି। ନିର୍ଦ୍ଦିଷ୍ଟ କିଛି କମ୍ପାନୀକୁ ସୁହାଇବା ପାଇଁ ରାଜ୍ୟ ସରକାର ଏଭଳି କରିଛନ୍ତି ବୋଲି କଂଗ୍ରେସ ଅଭିଯୋଗ କରିଛି। ଶୁକ୍ରବାର ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ସୁଦର୍ଶନ ଦାସ ଅଭିଯୋଗ କରିଛନ୍ତି ପଂଚାୟତିରାଜ ବିଭାଗରେ ଷ୍ଟ୍ରିଟ୍ ଲାଇଟ୍ ଟେଣ୍ଡରରେ ବ୍ୟାପକ ଅନିୟମିତତା ଓ ଚଂଚକତା ହୋଇଛି। ଗତ ଏପ୍ରିଲ ୪ ତାରିଖରେ ଷ୍ଟିଟ୍ ଲାଇଟ୍ ଲଗାଇବା…

Read More