କରୋନା ସମ୍ପର୍କିତ ଭିଡିଓ ଭାଇରାଲ କରି ଯୁବକ ଗିରଫ

ଭୁବନେଶ୍ଵର : ସୋସିଆଲ ମିଡିଆରେ କରୋନା ସମ୍ପର୍କିତ ଭିଡ଼ିଓ ଭାଇରାଲ କରିବା ଅଭିଯୋଗରେ କେନ୍ଦୁଝର ବଡ଼ବିଲ ଅଞ୍ଚଳର ଜଣେ ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଛି। ତାଙ୍କ ନାଁ ରାଜେନ୍ଦ୍ର କୁମାର କେଶରୀ ଓରଫ ମୁନ୍ନା। ସେ ଏକ ନିର୍ଦ୍ଦିଷ୍ଟ ଧର୍ମକୁ ଆକ୍ଷେପ କରିବା ସହିତ ଆପତ୍ତିଜନକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ କରିଥିଲେ।

ମତାମତ ଦିଅନ୍ତୁ ।