Breaking Newsଦେଶ-ବିଦେଶ

ଦେଶରେ ୨୦୨୭୦୭୫ ଜଣ କରୋନାରେ ଆକ୍ରାନ୍ତ, ୪୧୫୮୫ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ ଆଜି ସକାଳ ସୁଦ୍ଧା ୨୦,୨୭,୦୭୫ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୭୮୧୦୫ ଜଣ ସୁସ୍ଥ ହୋଇଥିବା ବେଳେ ୪୧୫୮୫ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୬୦୭୩୮୪।କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସେହିପରି ଗତ ୨୪ଘଣ୍ଟା ଭିତରେ ୬୨,୫୩୯ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୮୮୬ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।

ମତାମତ ଦିଅନ୍ତୁ ।

Back to top button