ଧାନକିଣାରେ ଅନିୟମିତତା : ୨ ନିଲମ୍ବିତ

ଭଦ୍ରକ : ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ମାଳଦା ସେବା ସମବାୟ ସମିତିରେ ଧାନକିଣାରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ସମିତି ସମ୍ପାଦକ ମଦନ ସାହୁ ଓ ଡାଟା ଏଣ୍ଟ୍ରି ଅପରେଟର ଧୀରେନ୍ଦ୍ର ଧଳ ନିଲମ୍ବିତ ହୋଇଛନ୍ତି। କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ଜିଲ୍ଲାପାଳ ଜ୍ଞାନ ଦାସ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ଜଣାପଡ଼ିଛି।

Leave a Reply

Your email address will not be published. Required fields are marked *

Back to top button