ଦିଲ୍ଲୀପ ରାୟଙ୍କୁ ସିବିଆଇ କୋର୍ଟରୁ ମିଳିଲା ଜାମିନ

ନୂଆଦିଲ୍ଲୀ : କୋଇଲା ବ୍ଲକ ଆବଣ୍ଟନ ଅନିୟମିତତା ଅଭିଯୋଗରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲୀପ ରାୟଙ୍କୁ ସ୍ୱତନ୍ତ୍ର ସିବିଆଇ କୋର୍ଟ ୩ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଥିଲେ। ଏହାର କିଛି ସମୟ ପରେ କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଦିଲ୍ଲୀପଙ୍କ ସହ ଅନ୍ୟ ଦୁଇ ଅଧିକାରୀଙ୍କୁ ମଧ୍ୟ ଜାମିନ ମିଳିଛି। ଜଣେ ଜାମିନଦାର ଓ ୧ ଲକ୍ଷ ଟଙ୍କାର ବେଲବଣ୍ଡରେ ଦିଲ୍ଲୀପ ରାୟଙ୍କୁ ଜାମିନ ମିଳିଥିବା ଜଣାଯାଇଛି।

ମତାମତ ଦିଅନ୍ତୁ ।