ଦୁଇଟି ଜିଲ୍ଲାରେ ବହିବ ଥଣ୍ଡା ପବନ

ଭୁବନେଶ୍ଵର : ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ଥଣ୍ଡା ପବନ ବହିବାର ସମ୍ଭାବନା ରହିଛି। ଏଥିପାଇଁ ପ୍ରବଳ ଶୀତ ଅନୁଭୂତ ହେବ। ସେହିପରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ବୌଦ୍ଧ, ଅନୁଗୁଳ, ନୟାଗଡ଼, କଟକ, ଖୋର୍ଦ୍ଧା, ପୁରୀ ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନକୁହୁଡି ଦେଖିବାକୁ ମିଳିବ। ଉପକୂଳବର୍ତ୍ତୀ ଜିଲ୍ଲା ଓ ଆଭ୍ୟନ୍ତରୀଣ ଓଡ଼ିଶାରରେ ତିନିଦିନ ପର୍ଯ୍ୟନ୍ତ କୁହୁଡି ହେବ ବୋଲି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବନୁମାନ କରାଯାଇଛି।

ମତାମତ ଦିଅନ୍ତୁ ।