ଏଇ ସପ୍ତାହରେ ୪ ଦିନ ବ୍ୟାଙ୍କ ବନ୍ଦ

ଭୁବନେଶ୍ୱର : ଘରୋଇକରଣ ନିଷ୍ପତ୍ତିକୁ ବିରୋଧ କରି ଅଲ୍ ଇଣ୍ଡିଆ ବ୍ୟାଙ୍କ ଅଫିସର୍ସ କନଫେଡେରେସନ ମାର୍ଚ୍ଚ ୧୫ରୁ ୧୬ ତାରିଖ ଦୁଇ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ ଡାକରା ଦେଇଛି। ଏଥିପାଇଁ ଅଧିକାଂଶ ପବ୍ଲିକ ସେକ୍ଟର ବ୍ୟାଙ୍କ ଓ ଘରୋଇ ବ୍ୟାଙ୍କ ବନ୍ଦ ରହିବ। ସେହିପରି ଚଳିତ ସପ୍ତାହର ୧୩ ତାରିଖ ଦ୍ୱିତୀୟ ଶନିବାର ଓ ୧୪ ତାରିଖ ରବିବାର ଛୁଟି। ତେଣୁ ଏହି ସପ୍ତାହରେ ୪ ଦିନ ବ୍ୟାଙ୍କ ବନ୍ଦ ରହିବ।

Leave a Reply

Your email address will not be published. Required fields are marked *

Back to top button