ଏସବୁ ଜିଲ୍ଲାରେ ଝଡବର୍ଷା ଓ ବଜ୍ରପାତ ଆଶଙ୍କା

0

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୬ଟି ଜିଲ୍ଲାରେ ଝଡବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡିକ ହେଲା ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ନୟାଗଡ, କେଉଁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର। ସେହିପରି ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିର କିଛି ଅଞ୍ଚଳରେ କୁଆପଥର ମାଡ଼ ହୋଇପାରେ ବୋଲି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।

Leave A Reply

Your email address will not be published.