ଗଜପତିରେ ପ୍ରେମୀ ଯୁଗଳଙ୍କ ସନ୍ଦେହଜନକ ମୃତ୍ୟୁ

ପାରଳାଖେମୁଣ୍ଡି : ଗୁରାଣ୍ଡି ଥାନା ଅଞ୍ଚଳରେ ପ୍ରେମୀ ଯୁଗଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଶିବାଲ ଡିଲେଶ୍ଵରୀ ଓ ଟାଲୁରୁ ଶ୍ରୀନୁ। ସେମାନେ କାଣ୍ଟ୍ରାଗଡ଼ା ପଞ୍ଚାୟତର ଆରିବା ଗ୍ରାମର। ଉଭୟଙ୍କ ମୃତଦେହ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଏକ ଘରୁ ମିଳିଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିଥିବା ଜଣାପଡ଼ିଛି।

Leave a Reply

Your email address will not be published. Required fields are marked *

Back to top button