ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କରୋନା

ଭୁବନେଶ୍ଵର : ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏ ସମ୍ପର୍କରେ ସୂଚନା ଦେଇଛନ୍ତି ଶ୍ରୀ ଦାଶ ନିଜେ ସୂଚନା ଦେଇଛନ୍ତି। ସେ ଟୁଇଟ୍ କରି ଲେଖିଛନ୍ତି ମୋର ଏବଂ ମୋ ଧର୍ମ ପତ୍ନୀ ସଙ୍ଗୀତା ଦାଶଙ୍କର କରୋନା ପଜିଟିଭ୍ ବାହାରିଛି। ଆମେ ଏବେ ସୁସ୍ଥ ଅଛୁ l ଆମ ସଂସ୍ପର୍ଶରେ ସାତ ଦିନ ଭିତରେ ଯେଉଁମାନେ ଆସିଛନ୍ତି ସେମାନେ କରୋନା ଟେଷ୍ଟ କରିବା ପାଇଁ ଅନୁରୋଧ କରୁଛୁl

ମତାମତ ଦିଅନ୍ତୁ ।