ଇତିଶ୍ରୀ ମାମଲାରେ ଦୋଷୀ ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ

କୋରାପୁଟ : ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ମୃତ୍ୟୁ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ ଜେଲ ଭୋଗୁଥିବା ନେତ୍ରାନନ୍ଦ ଦଣ୍ଡସେନାଙ୍କର ମୃତ୍ୟୁ ହୋଇଛି। କୋରାପୁଟ ଜେଲ୍ ଅଧୀକ୍ଷକ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଗତକାଲି ନେତ୍ରାନନ୍ଦଙ୍କ ଦେହ ହେବାରୁ ତାଙ୍କୁ ସହିଦ ଲକ୍ଷ୍ମଣ ନାୟକ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଆଜି ସକାଳେ ତାଙ୍କର ମୃତ୍ୟୁ ଘଟିଛି।

ମତାମତ ଦିଅନ୍ତୁ ।