ଜେଲ୍‌ରୁ ବାହାରିଲେ ଅଭୟକାନ୍ତ ପାଠକ

ଭୁବନେଶ୍ୱର : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇ ୬ ମାସ ଝାରପଡ଼ା ଜେଲରେ ଥିବା ଆଇଏଫଏସ ଅଭୟକାନ୍ତ ପାଠକ ମୁକୁଳିଛନ୍ତି। ଗତ ନଭେମ୍ବର ୨୭ ତାରିଖରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଥିଲା ଭିଜିଲାନ୍ସ। ଏହାଛଡା ତାଙ୍କ ନାଁରେ ୨ଟି ଠକେଇ ମାମଲା ଥିଲା। ଗୁରୁବାର ତୃତୀୟ ମାମଲାରେ ଓଡ଼ିଶା ହାଇକୋର୍ଟ ତାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଥିଲେ। ୨ ଲକ୍ଷ ଟଙ୍କାର ୨ଟି ଜାମିନଦାରଙ୍କ ବଦଳରେ କୋର୍ଟ ଜାମିନ ପ୍ରଦାନ କରିଥିଲେ।

ସମ୍ବନ୍ଧିତ ଖବର
between image and heading

Comments are closed.