କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଓ ତାଙ୍କ ଝିଅ କରୋନା ଆକ୍ରାନ୍ତ

ବେଙ୍ଗଲୁରୁ : କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବିଏସ ୟେଦୁରପ୍ପା ଓ ତାଙ୍କ ଝିଅ ମଧ୍ୟ କରୋନା ଆକ୍ରାନ୍ତ ହୋଇଛନ୍ତି। ଦୁହିଁଙ୍କ ସ୍ଵାବ ନମୁନା ରିପୋର୍ଟ ପଜିଟିଭ୍ ଆସିଛି। କରୋନା ଆକ୍ରାନ୍ତ ଥିବା ଜଣା ପଡ଼ିବା ପରେ ମୁଖ୍ୟମନ୍ତ୍ରୀ ବିଏସ ୟେଦୁରପ୍ପା ଓ ତାଙ୍କ ଝିଅଙ୍କୁ ବେଙ୍ଗାଲୁରୁର ମନିପାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ମତାମତ ଦିଅନ୍ତୁ ।