Breaking Newsରାଜ୍ୟ

କରୋନାରେ ଆଜି ୧୦ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜ୍ୟରେ ଆଜି କରୋନାରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୭ରେ ପହଞ୍ଚିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦେଇଛି। ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାର ୪ ଜଣ ଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ୩ ଜଣ, ଯାଜପୁର, କଳାହାଣ୍ଡି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ରହିଛନ୍ତି।

ମତାମତ ଦିଅନ୍ତୁ ।

Back to top button