Breaking Newsରାଜ୍ୟ

କରୋନାରେ ଆଜି ୧୨ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜ୍ୟରେ ଆଜି କରୋନାରେ ଆଉ ୧୨ ଜଣଙ୍କ ଜୀବନ ଯାଇଛି। ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୪୭ରେ ପହଞ୍ଚିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦେଇଛି। ଶୁକ୍ରବାର ତଥ୍ୟ ଅନୁଯାୟୀ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏ ରହିଛନ୍ତି । ସେହିପରି ମୟୂରଭଞ୍ଜ ଜିଲ୍ଲାରେ ପ୍ରଥମ କରୋନା ମୃତ୍ୟୁ ହୋଇଥିବା ବେଳେ ଗଜପତି, ଢେଙ୍କାନାଳ, ଭଦ୍ରକ, କେନ୍ଦ୍ରାପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

ମତାମତ ଦିଅନ୍ତୁ ।

Back to top button