ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା

ଭୁବନେଶ୍ୱର : ୟୁନିଭରସିଟି ଗ୍ରାଣ୍ଟ କମିସନ (ୟୁଜିସି) ଅଧିନିୟମ ୧୯୫୬, ଧାରା ୨(ଏଫ୍) ଅନୁଯାୟୀ କଟକ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରିଛି।

ୟୁଜିସି ଅଧିନିୟମ ୧୯୫୬, ଧାରା ୧୨(ବି) ଅନୁସାରେ ଏହି ବିଶ୍ୱବିଦ୍ୟାଳୟ ଖୁବ୍ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *

Back to top button