ମହିଳା ନେତା ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ଵାନ

0

ଭୁବନେଶ୍ଵର : ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ମହିଳାମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଉଲ୍ଲେଖ କରିଛନ୍ତି ‘ମମତା, ମିସନ୍ ଶକ୍ତି, ନ୍ୟୁଟ୍ରିସନ୍ ବଜେଟ୍ ଓ ବିଧାନସଭାରେ ମହିଳାଙ୍କ ଅଂଶଗ୍ରହଣ ଆଦି କ୍ଷେତ୍ରରେ ମହିଳା ସଶକ୍ତିକରଣର ମୂଳଦୁଆ ପଡ଼ିଛି। ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସମାଜର ପ୍ରତ୍ୟେକ କ୍ଷେତ୍ରରେ ଉତ୍କର୍ଷ ମହିଳା ନେତା ସୃଷ୍ଟି କରିବାକୁ ପ୍ରତିଶ୍ରୁତି ଦିଅନ୍ତୁ।

Leave A Reply

Your email address will not be published.